Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଧାରଣ ଧର୍ମଘଟ ପାଇଁ ସାଧାରଣ ସଭା

by ସଞ୍ଜୟ ସ୍ୱାଇଁ
January 5, 2020
in Lifestyle
ସାଧାରଣ ଧର୍ମଘଟ ପାଇଁ ସାଧାରଣ ସଭା
20
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ବିଭିନ୍ନ ଗଣସଂଗଠନ ମାନଙ୍କର ଏକ ମିଳିତ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସି.ଆଇ.ଟି.ୟୁ ର ଜିଲ୍ଲା ସମ୍ପାଦକ ଶରତ ବେହେରା ସଭାପତିତ୍ୱ କରିଥିଲେ । ଜିଲ୍ଲା ସଭାପତି ବିଶ୍ୱନାଥ ମହାପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଦରଦାମ୍ ବୃଦ୍ଧି, ସରକାରଙ୍କ ଶ୍ରମିକ-କୃଷକ ବିରୋଧୀ ନିତୀକୁ ବିରୋଧ କରିବା ସହ ଆସନ୍ତା ୮ ତାରିଖ ଦିନ ହେବାକୁ ଯାଉଥିବା ଦେଶବ୍ୟାପୀ ସାଧାରଣ ଧର୍ମଘଟକୁ ସଫଳ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି ଆନ୍ଦୋଳନକୁ ଦଶପଲ୍ଲାରେ ସଫଳ କରିବା ନିମନ୍ତେ ଦଶପଲ୍ଲାର ବୁଦ୍ଧିଜିବୀ, ବ୍ୟବସାୟୀ, ଚାଷୀ ମୂଲିଆ, ଶିକ୍ଷକ କର୍ମଚାରୀ, ବିଭିନ୍ନ ସଂଘ ଏବଂ ସାଧାରଣ ଲୋକଙ୍କୁ ନିବେଦନ କରାଯାଇଛି । ଏହି ସଭାରେ ଆଶାକର୍ମି ସଂଘ, ପାଚିକା/ସହାୟିକା ସଂଘ, କ୍ଷେତ ମଜଦୁର ୟୁନିୟନ, କୃଷକ ସଭା, ଡି.ୱାଇ.ଏଫ୍.ଆଇ, ଏସ୍.ଏଫ୍.ଆଇର କର୍ମି ମାନେ ଯୋଗ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଗଣେଶ୍ୱର ନାୟକ, ଜୟନ୍ତୀ ଦାଶ, ସଶ୍ମିତା ପଟ୍ଟନାୟକ, ସୁଶାନ୍ତ ନାୟକ ଓ ବିରଂଚି ନାୟକ ପ୍ରମୁଖ ବକ୍ତବ୍ୟ ରଖିଥିଲେ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!