Wednesday, February 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଶା କର୍ମୀଙ୍କ ସମସ୍ୟା ନେଇ ବିକ୍ଷୋଭ

by Anil Panda
August 8, 2020
in Feature News, Nayagarh
ଆଶା କର୍ମୀଙ୍କ ସମସ୍ୟା ନେଇ ବିକ୍ଷୋଭ
263
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଶାକର୍ମୀଙ୍କ ବିଭିନ୍ନ ସମସ୍ୟା ନେଇ ସିଆଇଟିୟୁ ପକ୍ଷରୁ ଆଜି ଚାନ୍ଦପୁର ବସନ୍ତ ମଂଜରୀ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବିକ୍ଷୋଭ ପଦର୍ଶନ କରାଯାଇଛି । ଅଗଷ୍ଟ ୭ ଓ ୮ ତାରିଖ ସାରା ଦେଶରେ ସିଆଇଟିୟୁ ସ୍ମିମ ୱାର୍କର ମାନଙ୍କ ଧର୍ମଘଟ ପ୍ରରିପେକ୍ଷିରେ ଏହି ବିକ୍ଷୋଭ କରାଯାଇଥିବା ଜଣାଯାଇଛି । ଏଥିରେ ଆଶା କର୍ମୀଙ୍କ ବିଭିନ୍ନ ସମସ୍ୟା ନେଇ ନାରାବାଜି କରାଯିବା ସହ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସମ୍ ହସ୍ପିଟାଲ ସହ ଏମଓୟୁ ସ୍ୱାକ୍ଷର କରାଯାଇ ଘରୋଇ କରଣ କରିବାକୁ ନେଇ ବିରୋଧ କରାଯାଇଛି । ଏହି ଆନ୍ଦୋଳନରେ ସୁରେଶ ସ୍ୱାଇଁ, ସଂଜୁଲତା ପରିଡ଼ା, ଦୁଃଶାସନ ସ୍ୱାଇଁ ପ୍ରମୂଖ ନେତୃତ୍ୱ ନେଇଥିବା ଜଣାଯାଇଛି । ଏହି ଅବସରରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!