Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ଗୁଲାବ ପ୍ରଭାବରେ ଗଛ ଉପୁଡ଼ି ରାସ୍ତା ଅବରୋଧ

by ସଞ୍ଜୟ ସ୍ୱାଇଁ
September 27, 2021
in State
ବାତ୍ୟା ଗୁଲାବ ପ୍ରଭାବରେ ଗଛ ଉପୁଡ଼ି ରାସ୍ତା ଅବରୋଧ
37
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ବାତ୍ୟା ଗୁଲାବ ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। କୁନ୍ଦୁଲି ଠାରୁ ପଟାଙ୍ଗି ଯିବା ଜାତୀୟ ରାଜପଥ ଉପରେ ଗଛ ପଡ଼ି ରାସ୍ତା ଅବରୋଧ ହୋଇଯାଇଛି। ପବନର ବେଗ ପଟାଙ୍ଗି ଅଞ୍ଚଳରେ ଅତ୍ୟଧିକ ଥିବାରୁ ଗଛ ଉପୁଡି ପଡିଛି। ତେବେ ଜାତୀୟ ରାଜପଥ ଅବରୋଧ ହୋଇଯିବା କାରଣରୁ ରାସ୍ତା କଡ଼ରେ ଶହଶହ ଗାଡ଼ି ଅଟକି ରହିଥିଲା। ଖବର ପାଇ ଓଡ୍ରାଫ୍ ଟିମ୍ ପହଞ୍ଚି ଗଛ କାଟି ରାସ୍ତା ସଫା କରିଛନ୍ତି। ଆଜି ପାହାନ୍ତିଆରେ ଏଭଳି ସ୍ଥିତି ଉପୁଜିଥିବା ପଟାଙ୍ଗି ତହସିଲଦାର ହରିପ୍ରଦ ସୂଚନା ଦେଇଛନ୍ତି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!