Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁଲାଇ ୨୫ ପର୍ୟ୍ୟନ୍ତ ଶ୍ରୀ ମନ୍ଦିର ବନ୍ଦ ରହିବ

by ସଞ୍ଜୟ ସ୍ୱାଇଁ
June 16, 2021
in State
ଜୁଲାଇ ୨୫ ପର୍ୟ୍ୟନ୍ତ ଶ୍ରୀ ମନ୍ଦିର ବନ୍ଦ ରହିବ
262
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଏବେ ଖୋଲିବନି ଶ୍ରୀ ମନ୍ଦିର। କରୋନା ମହାମାରୀ ଯୋଗୁଁ ବନ୍ଦ ରଖାଯାଇଥିବା ଶ୍ରୀ ମନ୍ଦିର ଦର୍ଶନ ବାରଣକୁ କାଏମ ରଖାଯାଇଛି। ରଥଯାତ୍ରା ଭଳି ଏଥର ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା। ତେବେ ଆସନ୍ତା ଜୁଲାଇ ୨୫ ପର୍ୟ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀ ମନ୍ଦିର ବନ୍ଦ ରହିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ୍ ୧୭ ପର୍ୟ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରାଯାଇଛି। ତେବେ ରଥଯାତ୍ରା ପରେ ଦର୍ଶନ ପ୍ରସଙ୍ଗରେ ହେବ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ଏନେଇ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାରଙ୍କୁ ସୂଚନା ଦେଇଛନ୍ତି। ପୂର୍ବରୁ ବିନା ଭକ୍ତରେ ରଥଯାତ୍ରା ହେବ ବୋଲି ଘୋଷଣା ସରିଛି। ତେବେ ସାଧାରଣ ଦର୍ଶନ ଉପରେ କଟକଣା ଲଗାଯାଇଥିବା ବେଳେ ମହାପ୍ରଭୁଙ୍କର ବିଧି ଅନୁଯାୟୀ ନୀତିକାନ୍ତି ଚାଲିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!