Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by ସଞ୍ଜୟ ସ୍ୱାଇଁ
October 21, 2021
in State
ଆସନ୍ତାକାଲି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
65
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ଆସନ୍ତାକାଲି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ବହୁଳ ମୟୂରଭଞ୍ଜ ଜିଲ୍ଲାରେ ଉତ୍ତମ ସ୍ବାସ୍ଥ୍ୟ ସେବା ପ୍ରଦାନ ଉଦ୍ଦେଶ୍ୟରେ କାଲି ବାରିପଦା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଧମକ ଦିଆଯାଇଥିବା ବେଳେ, ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ୩୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । କେବଳ ବାରିପଦା ସହରରେ ୧୬ ପ୍ଲାଟୁନ ଏବଂ ଜିଲ୍ଲାର ଅବଶିଷ୍ଟ ୩ଟି ଉପଖଣ୍ଡର ୧୬ଟି ବ୍ଲକରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିଏସକେଓ୍ବାଇ ଯୋଜନାରେ ଜିଲ୍ଲାର ୬ ଲକ୍ଷ ୧୨ ହଜାର ୧୫୦ଟି ପରିବାରକୁ ସ୍ମାର୍ଟ କାର୍ଡ ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀଙ୍କ ବାରିପଦା ଗସ୍ତକୁ ବିରୋଧ କରାଯିବ ବୋଲି ଦମକ ଦେଇଛି ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା । ଶାନ୍ତି ଓ ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!