Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

by ସଞ୍ଜୟ ସ୍ୱାଇଁ
April 19, 2020
in Breaking, Health
ଭିଡିଓ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
17
VIEWS
Share on FacebookShare on Twitter

ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସରପଂଚଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି । କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ପଦକ୍ଷେପ ନେଇଥିବା ବେଳେ ଅନ୍ୟ ରାଜ୍ୟରେ ଥିବା ଲୋକମାନେ ଲକ୍‌ଡାଉନ୍ କୋହଳ ପରେ ରାଜ୍ୟକୁ ଫେରିଲେ କିଭଳି ରହିବେ ସେ ନେଇ ପରାମର୍ଶ ଦେଇଛନ୍ତି । ରାଜ୍ୟ ବାହାରେ ଥିବା ଲୋକ ଓଡ଼ିଶା ଫେରିବା ପରେ ନିଜ ନିଜ ପଂଚାୟତରେ ନାମ ପଂଜିକରଣ କରି ୧୪ ଦିନ କ୍ୱାରେଣ୍ଟାଇନ୍‌ରେ ରହିବେ ଏବଂ ସେମାନଙ୍କୁ ୨ହଜାର ଟଙ୍କାର ସହାୟତା ରାଶି ପ୍ରୋତ୍ସାହନ ଭାବେ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!