Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସକାଳେ ନୀତୀଶଙ୍କ ଇସ୍ତଫା, ଅପରାହ୍ନରେ ପୁଣି ହେଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
January 28, 2024
in NATIONAL NEWS, Politics
ସକାଳେ ନୀତୀଶଙ୍କ ଇସ୍ତଫା, ଅପରାହ୍ନରେ ପୁଣି ହେଲେ ମୁଖ୍ୟମନ୍ତ୍ରୀ
152
VIEWS
Share on FacebookShare on Twitter

ପାଟନା, (ବାଘୁଆବାର୍ତ୍ତା) : ବିହାରରେ ନବମ ଥର ମୁଖ୍ୟମନ୍ତ୍ରୀ ପଦରେ ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ସକାଳେ ଇସ୍ତଫା ଦେଇଥିବା ନୀତୀଶ ସନ୍ଧ୍ୟାରେ ଏନଡିଏରେ ସାମିଲ୍ ହୋଇ ବିଜେପି ସହ ମିଶି ସରକାର ଗଢିଛନ୍ତି। ବିଜେପିର ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ପଦରେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ସ୍ଵତନ୍ତ୍ର କାର‌୍ୟ୍ୟକ୍ରମରେ ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!