Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜନଜାତି ସଂସ୍କୃତିର ସୁରକ୍ଷା ଆମ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
August 9, 2021
in State
ଜନଜାତି ସଂସ୍କୃତିର ସୁରକ୍ଷା ଆମ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ
18
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଶ୍ୱ ଜନଜାତି ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି, ୬୨ ପ୍ରକାର ଭିନ୍ନ ଜନଜାତି ଲୋକ ଓଡ଼ିଶାରେ ବସବାସ କରୁଛନ୍ତି। ଆଦିବାସୀଙ୍କ ପୁରାତନ ସଂସ୍କୃତିର ସୁରକ୍ଷାକୁ ସବୁବେଳେ ଆମେ ପ୍ରାଥମିକତା ଦେଇ ଆସୁଛୁ। ବିଶ୍ୱ ଜନଜାତି ଦିବସରେ, ଆମେ ଆଦିବାସୀଙ୍କ ଅନନ୍ୟ ସଂସ୍କୃତି, ଭାଷା, ପରମ୍ପରା ଆମ ସାଂସ୍କୃତିକ ବିବିଧତାକୁ ନେଇ ଉତ୍ସବ ମନାଉଛୁ।’ ବିଶ୍ୱ ଜନଜାତି ଦିବସ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବିଶେଷ କାର୍ୟ୍ୟକ୍ରମ କରାଯାଇଛି। କୋଭିଡ୍ ନିୟମ ଅନୁସାରେ ଦଳୀୟ ମୁଖ୍ୟ କାର୍ୟ୍ୟାଳୟ ଠାରେ ଜନଜାତି ଦିବସ ପାଳନ କରାଯାଉଛି। କେହି ରହିବେ ନାହିଁ ପଛରେ, ଏହାକୁ ମୂଳ ମନ୍ତ୍ର କରି ବିଭିନ୍ନ ସ୍ଥାନରେ ବିଶ୍ୱ ଜନଜାତି ଦିବସ ପାଳନ କରାଯାଏ। ୨୧ ବର୍ଷ ଶାସନ କାଳରେ ନବୀନ ସରକାର ଆଦିବାସୀ ଓ ପଛୁଆ ବର୍ଗଙ୍କ ବିକାଶ ପାଇଁ ଅନେକ ଯୋଜନା କରିଛନ୍ତି। ଯାହା ତାଙ୍କୁ ସମାଜରେ ମୁଖ୍ୟ ସ୍ରୋତରେ ସାମିଲ କରିବାରେ ବେଶ ସହାୟକ ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!