Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁର ବିଧାୟକଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

by Anil Panda
May 27, 2020
in Breaking
ରଣପୁର ବିଧାୟକଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
17
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମୁକାବିଲା ନେଇ ନୟାଗଡ଼ ଜିଲ୍ଲା ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ରଣପୁର ବ୍ଲକର ସମସ୍ତ ପଂଚାୟତର ସରପଂଚମାନେ ପକ୍ଷରୁ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରାଯାଇଛି । ଏକ ଲକ୍ଷ ଟଙ୍କାର ସହାୟତା ରାଶିକୁ କୋଭିଡ୍ ୧୯ କଣ୍ଟ୍ରୋଲ ରୁମଠାରେ ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ଏହି ସହାୟତା ପ୍ରଦାନ ସମୟରେ ବ୍ଲକର ଅନେକ ସରପଂଚ ଉପସ୍ଥିତ ରହିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!