Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ ଗସ୍ତ

by ସଞ୍ଜୟ ସ୍ୱାଇଁ
June 2, 2025
in State
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
52
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଭଦ୍ରକ ଗସ୍ତ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଏହା ପ୍ରଥମ ଭଦ୍ରକ ଗସ୍ତ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏହାସହ ସଭାସ୍ଥଳରେ ତନତନ କରି ଯାଞ୍ଚ କରାଯାଉଛି । ତେବେ ଜିଲ୍ଲା ପ୍ରଶାସନର ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଅପରାହ୍ନ ୩ ଟା ୪୫ରେ ଜଗଦଲପୁର ସ୍କୁଲ ପଡ଼ିଆରେ ପହଞ୍ଚିବେ। ସେଠାରୁ ବାହାରି ସଭାସ୍ଥଳରେ ୪ ଟା ୫ରେ ପହଞ୍ଚିବେ। ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ସହ ଅନେକ ନୂଆ ପ୍ରକଳ୍ପର ଘୋଷଣା କରିବେ ବୋଲି ସୂଚନା ମିଳିଛି। ଏହାପରେ ୫ଟା ୨୦ ମିନିଟ୍ରେ ସଭସ୍ଥଳିରୁ ବାହାରିବା ନେଇ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କର ଭଦ୍ରକ ଜିଲ୍ଲାରୁ ପ୍ରଥମ ଗ୍ରସ୍ତ ଥିବାରୁ ଜିଲ୍ଲା ପାଇଁ ଅନେକ ଗୁଡିଏ ନୂଆ ପ୍ରକଳ୍ପ ପାଇଁ ଘୋଷଣା ହୋଇପାରେ ବୋଲି ଜିଲ୍ଲାବାସୀ ଆଶା ରଖିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!