Friday, July 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

by ସଞ୍ଜୟ ସ୍ୱାଇଁ
April 18, 2026
in Nayagarh
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଷ୍ଟାଡିୟମ୍ ପରିସରରେ ସିଏମ ଟ୍ରଫି ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଟୁର୍ଣ୍ଣାମଣ୍ଟ ଉଦଘାଟନ ହୋଇଯାଇଛି। ଜିଲ୍ଲା କ୍ରୀଡା ବିଭାଗ ,ଜିଲ୍ଲା ଆଥଲେଟିକ ଆସୋସିଏସନ୍ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ପ୍ରତିଯୋଗିତା ମୂଳକ ଟୁର୍ଣ୍ଣାମେଣ୍ଟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ଶ୍ରୀଯୁକ୍ତ ରାଉତ ଖେଳାଳି ମାନଙ୍କ ସହ କର ମର୍ଦ୍ଦନ କରିବା ସହ ଖେଳାଳି ମାନଙ୍କ କ୍ରୀଡା ମନୋଭାବର ଭୂୟସୀ ପ୍ରଂଶସା କରିଥିଲେ।  ବରିଷ୍ଠ ସାମ୍ୱାଦିକ ରାମକୃଷ୍ନ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା କ୍ରିଡାଧୀକାରିଣୀ ସୁଜାତା ସାହୁ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହ ପ୍ରଦାନ କରିଥିଲେ। ଜିଲ୍ଲା ଆଥଲେଟିକ ଆସୋସିଏସନ୍ ର ସଂମ୍ପାଦକ ଅଶେଷ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିବାବେଳେ ଉପସଭାପତି ଭବାନୀ ଶଙ୍କର ଦାସ, ଯୁଗ୍ମ ସମ୍ପାଦକ ବିନାୟକ ପ୍ରାସାଦ ରାଓ, ସଭ୍ୟ ନିଶିକାନ୍ତ ମହାନ୍ତିଙ୍କ ସହଯୋଗରେ ଶାରୀରିକ ଶିକ୍ଷା ପ୍ରଶିକ୍ଷକ ସନ୍ନ୍ୟାସୀ ପ୍ରଧାନ, ଉମାକାନ୍ତ ମିଶ୍ର, ପ୍ରଦୀପ୍ତ ଚିତ୍ତ ରଂଜନ ସାହୁ, ଆଶିଷ ପଟ୍ଟନାୟକ, ବିରଞ୍ଚି ନାରାୟଣ ବେହେରା ପ୍ରମୁଖ ଶାନ୍ତି ଶୃଙ୍ଖଳାର ସହ ଖେଳ ପରିଚାଳନା କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!