Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏସଟିଏଫ ଦ୍ୱାରା ଚୋରା କୋଇଲା ଓ ଟ୍ରକ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 19, 2021
in Crime, State
ଏସଟିଏଫ ଦ୍ୱାରା ଚୋରା କୋଇଲା ଓ ଟ୍ରକ ଜବତ, ଜଣେ ଗିରଫ
134
VIEWS
Share on FacebookShare on Twitter

ନରସିଂହପୁର (ବାଘୁଆବାର୍ତ୍ତା): କଟକ ଜିଲ୍ଲା ନରସିଂହପୁର ଅଞ୍ଚଳରେ ଏସଟିଏଫ ଟିମକୁ ମିଳିଛି ସଫଳତା । ବହୁତ ଦିନ ଧରି ଚୋରା କୋଇଲା ଚାଲାଣ ହେବାକୁ ନେଇ ଅଭିଯୋଗ ହୋଇ ଆସୁଥିଲା । ବିଶେଷ ସୁତ୍ରରୁ ଖବର ପାଇ ଏସଟିଏଫ ଟିମ୍ ଆଜି ଚଢ଼ଉ କରିଥିଲା । ବେଆଇନ ପରିବହନ କରି ଚୋରା ଚାଲାଣ କରାଯାଇଥିବା ୨୨ ଟନ କୋଇଲାକୁ ଜବତ କରିଛି । ଏଥିସହ ଅଭିଯୁକ୍ତ ସାଗର ସେଠୀକୁ ଗିରଫ କରାଯାଇଛି । ସଠିକ କାଗଜ ପତ୍ର ଦେଖାଇ ପାରିନଥିଲେ ସାଗର । ଗୋଟିଏ ଟାଟା-୭୦୯ ଟ୍ରକକୁ ଜବତ କରାଯାଇଛି । ଏହାକୁ ନେଇ ନରସିଂହପୁର ଥାନାରେ ୮୨/୨୦୨୧ ଏକ ମାମଲା ରୁଜ କରାଯାଇ ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!