Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦଦୋକାନୀଙ୍କ ଭାଗ୍ୟ ନିର୍ଦ୍ଧାରଣ କଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
April 8, 2021
in Breaking, Nayagarh
ମଦଦୋକାନୀଙ୍କ ଭାଗ୍ୟ ନିର୍ଦ୍ଧାରଣ କଲେ ଜିଲ୍ଲାପାଳ
1.8k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଦ ବେପାରୀଙ୍କ ଗାଡ଼ିର ଲମ୍ବା ଲାଇନ୍ ଦେଖିବାକୁ ମିଳିଥିଲା । ବହୁଦିନ ଧରି ଅନେକ ମଦ ବେପାରୀ ଜିଲ୍ଲାରେ ରାଜ୍ କରିଆସୁଥିଲେ । ରାଜ୍ୟ ସରକାର ଲଟେରୀ ମାଧ୍ୟମରେ ମଦ ବେପାରୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ନିର୍ଦ୍ଦେଶକୁ ପାଳନ କରି ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ୨୬ଟି ବିଦେଶୀ ମଦ ଦୋକାନ ଓ ୧୨ଟି ଦେଶୀ ମଦ ଦୋକାନକୁ କଡ଼ା ଆଇନ୍ ଶୃଙ୍ଖଳା, ସ୍ୱଚ୍ଛ ଓ କୋଭିଡ୍-୧୯ କଟକଣାକୁ ପାଳନ କରି ଆଜି ଲଟେରୀ ମାଧ୍ୟମରେ ଭାଗ୍ୟ ନିର୍ଦ୍ଧାରଣ କରାଯାଇଛି । ଜିଲ୍ଲାପାଳ ଡ଼ ପୋମା ଟୁଡୁ ଆଖୀରେ କଳା କପଡ଼ା ବାନ୍ଧି ମଦ ବ୍ୟବସାୟୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଲଗ୍ନଜିତ୍ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଅବାକାରୀ ଅଧିକ୍ଷକ ଓ ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ । ସମସ୍ତ ନିତି ନିୟମକୁ ପାଳନ କରିବା ସହିତ ଏଲଇଡି ମାଧ୍ୟମରେ ସମସ୍ତ ବେପାରୀମାନଙ୍କୁ ଲଟେରୀର ସିଧା ପ୍ରଶାରଣ କରାଯାଇଥିଲା । ସୂଚନାନୁସାରେ, ସମସ୍ତ ମଦ ଦୋକାନ ପାଇଁ ଆବେଦନ କରିଥିବା ଉପସ୍ଥିତ ପରଖିବା ଏବଂ ସେମାନଙ୍କ ପ୍ରତିନିଧିତ୍ୱମାନଙ୍କୁ ଉପସ୍ଥିତ ରହିବାକୁ ଗୁରୁତ୍ୱ ଦିଆଯାଇଥିଲା । ଜିଲ୍ଲାପାଳ ଅତି ସ୍ୱଚ୍ଛତାର ସହ ସମସ୍ତ ବୈଷୟୀକ ଜ୍ଞାନକୁ ସର୍ବସାଧାରଣରେ ଦେଖାଇବା ସହ ନିଜେ ଆଖିରେ କଳା କପଡ଼ା ବାନ୍ଧି ମଦ ବେପାରୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!