Thursday, September 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
January 10, 2025
in Crime, State
ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
80
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ଧନପୁର ଶିବ ମନ୍ଦିର ନିକଟ ରାସ୍ତା କଡ଼ରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଠାବ କରାଯାଇଛି । ଗୁରୁବାର ବିଳମ୍ୱିତ ରାତିରେ ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅନ୍ତର୍ଗତ ଧନପୁର ଶିବ ମନ୍ଦିର ନିକଟରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଧନପୁର ଶିବ ମନ୍ଦିର ନିକଟ ରାସ୍ତା କଡ଼ରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାରିପଦା ସଦର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!