Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ

by ସଞ୍ଜୟ ସ୍ୱାଇଁ
October 19, 2021
in State
ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ
348
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଜଗତସିଂହପୁର ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ଆଇଏସଏସ୍ ଅଧିକାରୀ ପାରୁଲ ପଟଓ୍ବାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ ଅଧିକାରୀ ସନତ କୁମାର ମହାନ୍ତିଙ୍କୁ SCERTର ନିର୍ଦ୍ଦେଶକ ନିଯୁକ୍ତ କରାଯାଇଛି । ଆଇଏଏସ ଅଧିକାରୀ ଗଙ୍ଗାଧର ସାହୁଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!