Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର, ୨୩ ଟି ଅଭିଯୋଗ ତତ୍କାଳ ସମାଧାନ

by ସଞ୍ଜୟ ସ୍ୱାଇଁ
June 2, 2025
in Nayagarh, State
ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର, ୨୩ ଟି ଅଭିଯୋଗ ତତ୍କାଳ ସମାଧାନ
115
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଆଜି ଜିଲ୍ଲାପାଳଙ୍କ ଜନଶୁଣାଣି ଶବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୁଶାନ୍ତ କୁମାର ଦାଶ ପ୍ରମୂଖ ଯୋଗ ଦେଇ ଅଭିଯୋଗ ଶୁଣାଣି କରିଥିଲେ ।

ଆଜିର ଶିବିରରେ ମୋଟ ୧୦୭ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ତାହା ମଧ୍ୟରୁ ୯୬ଟି ବ୍ୟକ୍ତିଗତ, ୪ଟି ଗ୍ରାମ ସମସ୍ୟା ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ୭ ଟି ଅଭିଯୋଗ ସମାଧାନ କରାଯାଇଥିଲା। ମୋଟ ୨୩ଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!