Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
April 28, 2025
in Nayagarh
୨୪ ଅଭିଯୋଗର ଶୁଣାଣି କଲେ ଜିଲ୍ଲାପାଳ
72
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ଥା): ସୋମବାର ଗଣିଆ ବ୍ଲକରେ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଣିଆ ବ୍ଲକ କାର‌୍ୟ୍ୟାଳୟ ପରିସରରେ ସୋମବାର ଜିଲ୍ଲାପାଳଙ୍କ ଜନ ଶୁଣାଣୀ ଶିବିରରେ ମୋଟ ୨୪ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଏହି ଅଭିଯୋଗର ଶୁଣାଣି କରି ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପଞିକୃତ ଅଭିଯୋଗ ମଧ୍ୟରୁ ପ୍ରଧାନମନ୍ତୀ ଆବାସ ଯୋଜନା ପାଇଁ ୮, ରାସନ କାର୍ଡ ପାଇଁ ୪, ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ ୩, ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା ପାଇଁ ୧, ଶିକ୍ଷା , ପାନୀୟ ଜଳ ଓ ବିଦ୍ୟୁତ ସମସ୍ୟା ପରି ମୋଟ ୨୨ଟି ବ୍ୟକ୍ତିଗତ ଅଭିଯୋଗ ଓ ଗୋଟିଏ ସାମୁହିକ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା ଜଣଙ୍କୁ ପ୍ରଦାନ କରାଯାଇଥିଲା । ୨୪ଟି ଅଭିଯୋଗ ମଧ୍ୟରୁ ୧୭ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଛି । ଏହି ଶିବିରରେ ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଜିଲ୍ଲା ପରିଷଦ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ, ବ୍ଲକ ଅଧ୍ୟକ୍ଷା ଝୁନା ଜେନା, ଗଣିଆ ବ୍ଲକ ବିଡିଓ ସାଗର କୁମାର ନନ୍ଦ, ତହସିଲଦାର ପ୍ରିତୀବାଳା ରଣା,ଏବିଡିଓ ଋତନଲାଲ ଲୋହରା ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!