Saturday, July 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୪ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
June 4, 2025
in Nayagarh, State
୪୪ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ
61
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସୃଜନ ଗୃହରେ ନୟାଗଡ଼ ଜିଲ୍ଲାର ୪୪ ଏ୧ କୃତୀ ଶିକ୍ଷାର୍ଥୀଙ୍କୁ ସମ୍ବର୍ଦ୍ଧନା କଲେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ । ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ, ଜିଲ୍ଲା ପରିଷଦ କାର‌୍ୟ୍ୟନିର୍ବାହୀ ଅଧିକାରୀ ଲଗ୍ନଜିତ୍ ରାଉତ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ମଞ୍ଚାସୀନ ରହି ଶିକ୍ଷାର୍ଥୀ ମାନଙ୍କୁ ଉତ୍ସାହିତ କରିଥିଲେ।। ଏହି କାର‌୍ୟ୍ୟକ୍ରମରେ ଚଳିତ ମାଟ୍ରିକ ପରୀକ୍ଷାରେ ଶତକଡ଼ା ନବେ ପ୍ରତିଶତରୁ ଅଧିକ ମାର୍କ ରଖିଥିବା ଶିକ୍ଷାର୍ଥଙ୍କୁ ଜୀବନ ବ୍ୟାପୀ କଠିନ ପରିଶ୍ରମ କରିବା ପାଇଁ ଅତିଥିମାନେ ଆହ୍ବାନ ଦେଇଥିଲେ। ଏହି କାର‌୍ୟ୍ୟକ୍ରମକୁ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ, ଶିକ୍ଷକ ପ୍ରତାପ କୁମାର ପରିଡ଼ା, ଜୁନିୟର ଆସିଷ୍ଟାଣ୍ଟ ଅରବିନ୍ଦ ନାୟକ ଓ ସଞ୍ଜୀବ ମଲ୍ଲିକ ସୁପରିଚଳନା ଓ ସହଯୋଗ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!