Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶ୍ୱ ସ୍ତନ୍ୟ ପାନ ସପ୍ତାହ ପାଳନ ଅବସରରେ ଜିଲ୍ଲାପାଳଙ୍କ ଭିସି

by Anil Panda
August 8, 2020
in Nayagarh
ବିଶ୍ୱ ସ୍ତନ୍ୟ ପାନ ସପ୍ତାହ ପାଳନ ଅବସରରେ ଜିଲ୍ଲାପାଳଙ୍କ ଭିସି
430
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଅଗଷ୍ଟ ୧ ତାରିଖରୁ ୭ ତାରିଖ ବିଶ୍ୱ ସ୍ତନ୍ୟ ପାନ ସପ୍ତାହ ଅବସରରେ ଜିଲ୍ଲାପାଳଙ୍କ ଏକ ସ୍ୱତନ୍ତ୍ର ଭିସି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସ୍ୱାସ୍ଥ୍ୟ ସେବା ସହିତ ଜଡ଼ିତ ଅନେକ ଅଧିକାରୀ, ସିଡିପିଓ ଏବଂ ଏଏନ୍‌ଏମ୍ ପ୍ରମୂଖ ଜୁମ ମାଧ୍ୟମରେ ଯୋଗ ଦେଇଥିବା ବେଳେ କରୋନା ମହାମାରୀ ସମୟରେ ଜନ୍ମିତ ଶିଶୁମାନେ କିଭଳି ସଠିକ୍ ଭାବେ ସ୍ତନ୍ୟ ପାନ କରିବେ ସେ ନେଇ ଆଲୋଚନା ହୋଇଯାଇଛି । ଏଥିସହିତ ଏହା ସଂପର୍କିତ ଅନେକ ତଥ୍ୟ ଭିତ୍ତିକ ଆଲୋଚନା ଏହି ଭିସିରେ ଅନୁଷ୍ଠିତ ହୋଇଥିବା ବେଳେ କରୋନା ପାଇଁ ସ୍ୱାସ୍ଥ୍ୟ କର୍ମଚାରୀମାନେ ବେଶୀ ଯତ୍ନବାନ ହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!