Thursday, April 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶହରା ପୂର୍ବରୁ କଲେଜ୍ ଇଲେକ୍ସନ୍

by ସଞ୍ଜୟ ସ୍ୱାଇଁ
May 21, 2025
in State
ଦଶହରା ପୂର୍ବରୁ କଲେଜ୍ ଇଲେକ୍ସନ୍
52
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କେବେ ହେବ ଛାତ୍ର ସଂସଦ ନିର୍ବାଚନ? ଏହି ପ୍ରଶ୍ନ ସବୁବେଳେ ଉଠିଆସୁଥିବା ବେଳେ କେବେ ହେବ କଲେଜ୍ ଇଲେକ୍ସନ୍ ସେନେଇ ଗ୍ରିନ୍ ସିଗନାଲ୍ ଦେଇଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ । ଦଶହରା ପୂର୍ବରୁ କ୍ୟାମ୍ପସ ନିର୍ବାସ ସରିବ ବୋଲି ସୂଚନା ଦେଇଛନ୍ତି ସୁରଜ ସୂର୍ଯ୍ୟବଂଶୀ । ମନ୍ତ୍ରୀ କହିଛନ୍ତି, କଲେଜ୍ ଇଲେକ୍ସନ୍ ପାଇଁ ଚିନ୍ତା କରୁଛି ଉଚ୍ଚଶିକ୍ଷା ବିଭାଗ । ଏଣୁ ସଠୁକ୍ ସମୟରେ ସବୁ ଶେଷ କରିବାକୁ ପ୍ରୟାସ ଜାରି ରହିଛି । ପୂର୍ବ ସରକାର ସମୟରୁ କ୍ୟାମ୍ପସ ନିର୍ବାଚନ ବନ୍ଦ ରହିଥିଲା । ବିଭିନ୍ନ ଆଳ ଦେଖାଇ କ୍ୟାମ୍ପସ୍ ନିର୍ବାଚନକୁ କରାଇ ଦିଆଯାଉନଥିଲା । ପ୍ରଥମେ କଲେଜରେ ବିଶ୍ରୁଙ୍ଖଳା, ପରେ କରୋନାର ଆଳ ଦେଖାଇ କ୍ୟାମ୍ପସ ନିର୍ବାଚନକୁ ବନ୍ଦ ରଖାଯାଇଥିଲା । ଯାହାକୁ ନେଇ ପରବର୍ତ୍ତୀ ମୁହୂର୍ତ୍ତରେ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଛାତ୍ର ସଂସଦ ନିର୍ବାଚନକୁ ନେଇ ସେତେବେଳର ସରକାର ବିଜେଡି ଉପରେ ବିଜେପି ଘନ ଘନ ଆକ୍ରମଣ କରିଥିବା ବେଳେ, ଛାତ୍ରମାନେ ମଧ୍ୟ ପୁଣି କ୍ୟାମ୍ପସ ନିର୍ବାଚନ କରିବାକୁ ଦାବି କରିଆସୁଥିଲେ । ଏବେ ବିଜେପି କ୍ଷମତାକୁ ଆସିଛି, ଆଉ ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ଗ୍ରିନ୍ ସିଗନାଲ୍ ପରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ଆଶା ବଢିଛି ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!