Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତିଶଗଡ଼ରେ ନକ୍ସଲ ହମଲା

by ସଞ୍ଜୟ ସ୍ୱାଇଁ
July 3, 2021
in Crime, State
ଛତିଶଗଡ଼ରେ ନକ୍ସଲ ହମଲା
76
VIEWS
Share on FacebookShare on Twitter

ଛତିଶଗଡ଼, (ବାଘୁଆବାର୍ତ୍ତା): ଛତିଶଗଡ଼-ମହାରାଷ୍ଟ୍ର ସୀମାନ୍ତରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ । ଲୁହାପଥର ଖଣି ଉପରେ ମାଓବାଦୀମାନେ କବଜା କରିବା ସହ ଆକ୍ରମଣ କରିଛନ୍ତି । ନାରାୟଣପୁର ଜିଲ୍ଲା ଛୋଟେଡ଼ଙ୍ଗର ଥାନା ଅଞ୍ଚଳରେ ଘଟିଛି ଏହି ଘଟଣା । ଏବେ ବି ଉଭୟ ପକ୍ଷ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ । ମାଓବାଦୀମାନେ ଲୁହାପଥର ଖଣିରେ ଥିବା କିଛି ଗାଡ଼ି ଜାଳି ଦେଇଛନ୍ତି । ଖବର ପାଇ ପୋଲିସ ପହଞ୍ଚିବା ପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏପରିକି ମାଓବାଦୀମାନେ ଖଣି ସୁପରଭାଇଜରଙ୍କ ସମେତ କିଛି ଶ୍ରମିକଙ୍କୁ ବନ୍ଧକ ରଖିଥିବା ସୂଚନା ମିଳିଛି । ଏବେ ବି ଉଭୟ ପକ୍ଷ ମଧ୍ୟରେ ଜାରି ରହିଛି ଗୁଳି ବିନିମୟ । ଘଟଣାସ୍ଥଳକୁ ଅଧିକ ସଂଖ୍ୟକ ଯବାନଙ୍କୁ ପଠାଯାଇଛି । ବସ୍ତର ଆଇଜି ଓ ନାରାୟଣପୁର ଏସ୍‌ପି ସ୍ଥିତି ଉପରେ ନଜର ରଖିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!