Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣିଜ୍ୟ ପରୀକ୍ଷା ଫଳ @ ରାଜ୍ୟରେ ପ୍ରଥମ ସିତୁ, ଦ୍ୱିତୀୟରେ ମନସ୍ମିତା

by Anil Panda
August 19, 2020
in Breaking, Nayagarh
ବାଣିଜ୍ୟ ପରୀକ୍ଷା ଫଳ @ ରାଜ୍ୟରେ ପ୍ରଥମ ସିତୁ, ଦ୍ୱିତୀୟରେ ମନସ୍ମିତା
844
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ରାଜ୍ୟରେ +୨ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ବିଜ୍ଞାନ ଭଳି ବାଣିଜ୍ୟରେ ମଧ୍ୟ ନୟାଗଡ଼ ଜିଲ୍ଲା ସାରା ରାଜ୍ୟରେ ଟପ୍ପର ହୋଇଥିବା ବେଳେ ଜିଲ୍ଲାରେ ଟପ୍ପର ହୋଇଛନ୍ତି ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଛାତ୍ର ସିତୁ ବେହେରା । ସେ ୫୬୭ ମାର୍କ ରଖିଥିବା ଜଣାଯାଇଛି । ସେହିଭଳି ଭାବେ ଛାତ୍ରୀ ମନସ୍ମିତା ମହାନ୍ତି ଜିଲ୍ଲାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ସେ ୫୬୨ ମାର୍କ ରଖିଥିବା ଜଣାଯାଇଛି । ସେହିଭଳି ତୃତୀୟ ସ୍ଥାନରେ ଛାତ୍ରୀ ବର୍ଷାରାଣୀ ସାଥୁଆ ୫୪୪ ମାର୍କ ରଖିଥିବା ଜଣାଯାଇଛି । କେବଳ ଜିଲ୍ଲା ନୁହେଁ ସାରା ରାଜ୍ୟରେ ସିତୁ ଟପ୍ପର ହୋଇଥିବା ବେଳେ ମନସ୍ମିତା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଆଜି ନୟାଗଡ଼ ପାଇଁ ଏହା ୨ଟି ଖୁସି ଆଣି ଦେଇଛି । ଜିଲ୍ଲା ସାରା ରାଜ୍ୟ ପାସ୍‌ହାରରେ ଆଗୁଆ ରହିଥିବା ବେଳେ ଜିଲ୍ଲାରୁ ପ୍ରଥମ ସ୍ଥାନ ଓ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ରାଜ୍ୟର ପ୍ରଥମ ଓ ଦ୍ୱିତୀୟ ବୋଲି ଜଣାଯାଇଛି । ଏହାକୁ ନେଇ ଜିଲ୍ଲାରେ ଆଜି ଖୁସିର ଲହରୀ ଖେଳି ଯାଇଛି । ସେହିଭଳି ଭାବେ ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରୀ ବର୍ଷାରାଣୀ ରାଜ୍ୟରେ ୧୫ ତମ ସ୍ଥାନରେ ରହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!