Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ କୃଷିମନ୍ତ୍ରୀଙ୍କ ଶୋକ

by ସଞ୍ଜୟ ସ୍ୱାଇଁ
June 2, 2021
in Breaking, State
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ କୃଷିମନ୍ତ୍ରୀଙ୍କ ଶୋକ
157
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବରିଷ୍ଠ ଜନନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶୋକବାର୍ତ୍ତାରେ ମନ୍ତ୍ରୀ ଡ଼ ସାହୁ କହିଛନ୍ତି ସ୍ୱର୍ଗତ ରାଉତରାୟଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ମନ୍ତ୍ରୀ ଡ଼ ସାହୁ ସ୍ୱର୍ଗତ ରାଉତରାୟଙ୍କୁ ଏକ ଦକ୍ଷ ରାଜନେତା ଭାବେ ଅଭିହିତ କରିବା ସହିତ ୬ଥର ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପରିଚୟ ଦିଏ ବୋଲି କହିଛନ୍ତି । ତାଙ୍କ ଅମାୟିକ ବ୍ୟକ୍ତିତ୍ୱ ଦୀର୍ଘଦିନ ଜନମାନସରେ ଉଜ୍ଜୀବିତ ରହିବେ ବୋଲି ମନ୍ତ୍ରୀ ଡ଼ ସାହୁ କହିଛନ୍ତି । ମନ୍ତ୍ରୀ ଡ଼ ସାହୁ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!