Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ୍ରେନ୍ ଭିତରୁ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 1, 2021
in Crime, State
ଡ୍ରେନ୍ ଭିତରୁ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର
397
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଡ୍ରେନ୍ ଭିତରୁ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ସଦର ଏସଡିପିଓଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଥିବା ଡ୍ରେନ୍ ଭିତରେ ଜଣେ କନଷ୍ଟେବଳଙ୍କର ମୃତଦେହ ଉଦ୍ଧାର ହୋଇଛି । ତେବେ କନଷ୍ଟେବଳଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। କେହି ହତ୍ୟା କରି ପକାଇଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି। ମଙ୍ଗଳବାର ସକାଳେ କେନ୍ଦୁଝର ସଦର ଏସଡିପିଓଙ୍କ କାର୍ୟ୍ୟାଳୟ ସମ୍ମୁଖରେ ଥିବା ଡ୍ରେନ୍ ଭିତରେ ଜଣେ କନଷ୍ଟେବଳଙ୍କର ମୃତଦେହ ଦେଖିବାକୁ ମିଳିଥିଲା। ମୃତ କନଷ୍ଟେବଳ ହେଉଛନ୍ତି ବିଶ୍ୱ ଭୂଷଣ ସେଠୀ ଓ ତାଙ୍କ ଘର ଫକିରୀପୁର। ଘଟଣା ସ୍ଥଳରେ ଖୋଦ୍ ଏସିଡିପିଓ ଓ ଥାନାର କର୍ମଚାରୀମାନେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଜିଲ୍ଳା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ତେବେ ମୃତ୍ୟୁର କାରଣ ଜଣା ପଡିନାହିଁ । ଏନେଇ ସଦର ଏସଡିପିଓ କିଛି କହିବାକୁ ମନା କରିଦେଇଛନ୍ତି । ମୃତଦେହ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!