Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ରାଜଧାନୀରେ କଂଗ୍ରେସର ମହିଳା ସମାବେଶ

by ସଞ୍ଜୟ ସ୍ୱାଇଁ
February 21, 2024
in Politics, State
୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ରଣନିତୀ ବୈଠକ
100
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବୁଧବାର ରାଜଧାନୀରେ କଂଗ୍ରେସର ବିଶାଳ ମହିଳା ସମାବେଶ। ଶକ୍ତି ପ୍ରଦର୍ଶନ କରିବେ କଂଗ୍ରେସ ମହିଳା। ଏଥିପାଇଁ ଭୁବନେଶ୍ବର ଆସିଛନ୍ତି ସର୍ବଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା । ତେବେ ସର୍ବଭାରତୀୟ ମହିଳା ସଭାନେତ୍ରୀ ହେବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଆସିଛନ୍ତି ଅଳକା ଲାମ୍ବା । ଆଜି କଂଗ୍ରେସର ବିଶାଳ ମହିଳା ସମାବେଶରେ ସେ ଯୋଗଦେବେ । ସମସ୍ତ ସାଂଗଠନିକ ଜିଲ୍ଲାରୁ ହଜାର ହଜାର ମହିଳା ଏହି ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମହିଳା ବିରୋଧୀ ନୀତି ଅଭିଯୋଗରେ ରାଜରାସ୍ତାରେ ବିକ୍ଷୋଭ କରିବ ମହିଳା କଂଗ୍ରେସ । ନିର୍ବାଚନ ପୂର୍ବରୁ ରାଜଧାନୀରେ ଏଭଳି ଏକ ମହିଳା ସମାବେଶ କରି ଶକ୍ତି ପ୍ରଦର୍ଶନ କରିବାକୁ ଯୋଜନା କରିଛି କଂଗ୍ରେସ । କଂଗ୍ରେସ ଭବନ ବାହାରେ ହେବ ଏହି ମହିଳା ସମାବେଶ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!