Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେଡିରେ ଯୋଗଦେଲେ କଂଗ୍ରେସ ସଭାପତି

by ସଞ୍ଜୟ ସ୍ୱାଇଁ
September 10, 2018
in Video
30
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ବ୍ଲକ୍ ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ଶରତ କୁମାର ନାୟକ ବିଜେଡିରେ ଯୋଗ ଦେଇଛନ୍ତି । ଲକ୍ଷ୍ମୀପ୍ରସାଦ ଗ୍ରାମରେ ଅନୁଷ୍ଠିତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇ ଏହି ମିଶ୍ରଣ ଅନୁଷ୍ଠିତ ହୋଇଥିଲା । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଉପସ୍ଥିତିରେ ଶ୍ରୀ ନାୟକ ବିଜେଡିରେ ଯୋଗ ଦେଇଥିଲେ । ନୟାଗଡ଼ ଜିଲ୍ଲାରେ କଂଗ୍ରେସ ନେତୃତ୍ୱର ଅଭାବକୁ ଦାୟି କରି ଦଳ ଛାଡିଥିବା ଶ୍ରୀ ନାୟକ ପ୍ରକାଶ କରିଛନ୍ତି । କଂଗ୍ରେସର ସାଂଗଠନିକ ସ୍ଥିତିକୁ ମଜବୁତ୍ କରିବା ଲାଗି ରାଜ୍ୟସ୍ତରୀୟ ନେତାଙ୍କ ଠାରୁ ଆରମ୍ଭ କରି ଜିଲ୍ଲାସ୍ତରୀୟ ନେତା ଉଦ୍ୟମ ଜାରି ରଖିଥିଲେ ମଧ୍ୟ ଏହା ଅନେକ ଜାଗାରେ ବିଫଳ ହେଉଥିବା ଦେଖାଯାଇଛି ।

ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ହେଉଥିବା ବିକାଶମୂଳକ କାର୍ଯ୍ୟ ଓ ନବୀନ ପଟ୍ଟନାୟକ ସରକାରଙ୍କର ଲୋକାଭିମୁଖୀ କାର୍ଯ୍ୟରେ ସ ନ୍ତୁଷ୍ଟ ହୋଇ ବିଜେଡିରେ ଯୋଗ ଦେଇଛନ୍ତି ବୋଲି ଶରତ ମନ୍ତବ୍ୟ ରଖିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!