Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

by ସଞ୍ଜୟ ସ୍ୱାଇଁ
July 1, 2025
in Feature News
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         
159
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବର୍ତ୍ତା): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି  ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ ଜିଲ୍ଲା କଂଗ୍ରେସ ସଂଯୋଜକ, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସାଧାରଣ ସଂପାଦକ ତଥା ରାଷ୍ଟ୍ରୀୟ ମଜଦୂର କଂଗ୍ରେସର ଜାତୀୟ ସାଂଗଠାନିକ ସଂପାଦକ ସତ୍ୟବ୍ରତ ନାୟକଙ୍କୁ ବର୍ତ୍ତମାନ ନୂତନ ଭାବେ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ସଭାପତି ଭାବେ ନିଯୁକ୍ତ କରାଯାଇଛି। ଶ୍ରୀ ନାୟକ ପୂର୍ବରୁ ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସଂପାଦକ ଯୁବ କଂଗ୍ରେସ୍ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଂପାଦକ ଓ ସାଧାରଣ ସଂପାଦକ, ଯୁବ ରାଷ୍ଟ୍ରୀୟ ମଜଦୂର କଂଗ୍ରେସର ରାଜ୍ୟ ସଭାପତି ଭାବରେ ଦାୟିତ୍ବ ତୁଲାଇ ଆସିଛନ୍ତି ଏବଂ ବର୍ତ୍ତମାନ ସେ ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ର ରାଜ୍ୟ ଯୁଗ୍ମ ସଧାରଣ ସମ୍ପାଦକ ଓ ଜାତୀୟ ସାଂଗଠାନିକ ସଂପାଦକ ସହିତ ନୟାଗଡ଼ ଜିଲ୍ଲା ସଭାପତି ଭାବରେ  ଦାୟିତ୍ବ ନିର୍ବାହ କରିଆସୁଛନ୍ତି ଏହା ସହିତ ଓଡିଶା ରାଜୀବ ଗାନ୍ଧୀ ଛାତ୍ର ଫୋରମ ପ୍ରତିଷ୍ଠାତା ସଭପତି ଭାବେ ଦୀର୍ଘ ୨୫ବର୍ଷ ଧରି କାର୍ଯ୍ୟକ୍ରମ କରି ଆସୁଚନ୍ତି ନୟାଗଡ଼ ଜିଲ୍ଲା କଂଗ୍ରେସ ସଂଗଠନ କୁ ସୁସଂଗଠିତ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ସତ୍ୟବ୍ରତ ନାୟକଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଏହି ନୂତନ ନିଯୁକ୍ତି ପାଇଁ ଶ୍ରୀ ନାୟକ ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କୁ କୃତଜ୍ଞତା ଜଣାଇବା ସହ ନୟାଗଡ ଜିଲ୍ଲା ବାସିଙ୍କ ଆଶ୍ରିବାଦ କାମନା କରିଛନ୍ତି l ଏନେଇ ନୂତନ ଜିଲ୍ଲା ସଭାପତିଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଛୁଟିବାରେ ଲାଗିଛି l

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!