Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୈଳଦର ବୃଦ୍ଧି ପ୍ରତିବାଦ ; ମୋଦିମାର୍କା ପୋଷ୍ଟର ଚିରିଲେ

by ସଞ୍ଜୟ ସ୍ୱାଇଁ
February 27, 2021
in Feature News
ତୈଳଦର ବୃଦ୍ଧି ପ୍ରତିବାଦ ; ମୋଦିମାର୍କା ପୋଷ୍ଟର ଚିରିଲେ
193
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମୋଦି ସରକାରଙ୍କ ଦ୍ୱାରା ପେଟ୍ରୋଲ ଡିଜେଲ ରନ୍ଧନ ଗ୍ୟାସ ଦରରେ ଅହେତୁକ ମୂଲ୍ୟବୃଦ୍ଧି ଘଟାଇ ଦେଶବାସୀଙ୍କୁ ଅଣାୟତ୍ତ କରାଯିବା ପ୍ରତିବାଦରେ ଆଜି ନୟାଗଡ ସହର ମଧ୍ୟରେ ଥିବା ସମସ୍ତ ପେଟ୍ରୋଲ ପମ୍ପରେ କରଦାତାଙ୍କ ଟଙ୍କାରେ ଲାଗିଥିବା ମୋଦିମାର୍କା ପୋଷ୍ଟର ହଟାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶ, ଜିଲ୍ଲା ଯୁବକଂଗ୍ରେସ କାର୍ୟ୍ୟକାରୀ ସଭାପତି ପ୍ରତୀକ ମହାପାତ୍ର, ଦଶପଲ୍ଲା ନିର୍ବାଚନ ମଣ୍ଡଳି ଯୁବ କଂଗ୍ରେସ ସଭାପତି ଚନ୍ଦନ ମହାଳିକ,ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅକ୍ଷୟ କୁମାର ମଲ୍ଲ, ସାଧାରଣ ସମ୍ପାଦକ ଅବଦୁଲ ନିଜାମ ଏବଂ ଯୁବନେତା ପ୍ରମୋଦ ପଟ୍ଟସାଣିଙ୍କ ସହ ଦଳୀୟ କାର୍ୟ୍ୟକର୍ତା ମାନେ ମିଳିତ ଭାବେ ପ୍ରତ୍ୟେକ ପେଟ୍ରୋଲ ପମ୍ପରୁ ପ୍ରଧାନମନ୍ତ୍ରୀ ମୋଦି ଫୋଟୋ ଚିରାଯାଇ ତୈଳ ଦରବୃଦ୍ଧିର ଅଭିନଵ ପ୍ରତିବାଦ କରାଯାଇଥିଲା ।ଚଳିତ ସପ୍ତାହରେ ସମଗ୍ର ଜିଲ୍ଲାରେ ପ୍ରତ୍ୟେକ ପେଟ୍ରୋଲ ପମ୍ପରୁ କଂଗ୍ରେସ କାର୍ୟ୍ୟକର୍ତା ମନେ ମୋଦି ଫୋଟୋ ହଟାଇ ତୈଳ ରନ୍ଧନ ଗ୍ୟାସ ଦରବୃଦ୍ଧିର ଦୃଢ଼ ଗଛ ପ୍ରତିବାଦ କରାଯିବ ବୋଲି ଜିଲ୍ଲା କଂଗ୍ରେସ ପକ୍ଷରୁ କୁହାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!