Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉପନିର୍ବାଚନ ପାଇଁ କଂଗ୍ରେସ-ସପା ଆସନ ବୁଝାମଣା

by ସଞ୍ଜୟ ସ୍ୱାଇଁ
October 18, 2024
in NATIONAL NEWS
ଉପନିର୍ବାଚନ ପାଇଁ କଂଗ୍ରେସ-ସପା ଆସନ ବୁଝାମଣା
56
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା) ନିକଟରେ ନିର୍ବାଚନ ଆୟୋଗ ଝାଡ଼ଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହା ସହ ବିଭିନ୍ନ ରାଜ୍ୟ ବିଧାନସଭା ଓ ଲୋକସଭା ଆସନ ପାଇଁ ଉପନିର୍ବାଚନ ମଧ୍ୟ ଘୋଷଣା କରିଛନ୍ତି କମିଶନ । ଏହା ଅଧୀନରେ ଉତ୍ତରପ୍ରଦେଶର ୯ଟି ବିଧାନସଭା ଆସନ ପାଇଁ ଉପନିର୍ବାଚନ ମଧ୍ୟ ଘୋଷଣା କରାଯାଇଛି। ବର୍ତ୍ତମାନ ୟୁପି ବିଧାନସଭାରେ ୧୦ଟି ଆସନ ଖାଲି ପଡ଼ିଥିବା ବେଳେ ମିଲକିପୁର ଆସନରେ ଉପନିର୍ବାଚନ ପାଇଁ କୌଣସି ଘୋଷଣା କରାଯାଇନାହିଁ। ଅନ୍ୟପକ୍ଷରେ ଏହି ଉପନିର୍ବାଚନ ପାଇଁ ଅନ୍ୟ ରାଜନୈତିକ ଦଳଗୁଡ଼ିକ ଜୋରସୋରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସମାଜବାଦୀ ପାର୍ଟି ଓ କଂଗ୍ରେସ ଆସନ ବୁଝାମଣା ଚୂଡ଼ାନ୍ତ କରିଛନ୍ତି। ସମାଜବାଦୀ ପାର୍ଟି ମୁଖପାତ୍ର ରାଜେନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ଯେ ଉତ୍ତରପ୍ରଦେଶରେ ଆଗାମୀ ଉପନିର୍ବାଚନ ପାଇଁ କଂଗ୍ରେସ ଓ ଏସପି ମଧ୍ୟରେ ଆସନ ବୁଝାମଣା ପାଇଁ ଫର୍ମୁଲା ସ୍ଥିର ହୋଇଛି। ଉପନିର୍ବାଚନରେ କଂଗ୍ରେସ ଦଳ ୨ଟି ବିଧାନସଭା ଆସନରେ ଲଢ଼ିବ ଏବଂ ସମାଜବାଦୀ ପାର୍ଟି ୭ଟି ବିଧାନସଭା ଆସନରେ ଲଢ଼ିବ। ସମାଜବାଦୀ ପାର୍ଟି ମୁଖପାତ୍ର ରାଜେନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି ଯେ ଉତ୍ତରପ୍ରଦେଶରେ ଆଗାମୀ ଉପନିର୍ବାଚନ ପାଇଁ କଂଗ୍ରେସ ଓ ଏସପି ମଧ୍ୟରେ ଆସନ ବୁଝାମଣା ପାଇଁ ଫର୍ମୁଲା ସ୍ଥିର ହୋଇଛି। ଉପନିର୍ବାଚନରେ କଂଗ୍ରେସ ଦଳ ୨ଟି ବିଧାନସଭା ଆସନରେ ଲଢ଼ିବ ଏବଂ ସମାଜବାଦୀ ପାର୍ଟି ୮ଟି ବିଧାନସଭା ଆସନରେ ଲଢ଼ିବ। ଗତ ମଙ୍ଗଳବାର ଉତ୍ତରପ୍ରଦେଶର ୯ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ନଭେମ୍ବର ୧୩ ରେ ୟୁପିର ସମସ୍ତ ୯ଟି ବିଧାନସଭା ଆସନ ପାଇଁ ମତଦାନ ହେବ । ନଭେମ୍ବର ୨୩ରେ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ସହିତ ସମସ୍ତ ଆସନର ଫଳାଫଳ ପ୍ରକାଶ ପାଇବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!