ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ମାଇଛେଳୀ ଗ୍ରାମ ପଞ୍ଚାୟତର କାଣିଗିରି ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ନୂଆଗାଁ ତହସିଲଦାର ପ୍ରଳୟାନନ୍ଦ ଶତପଥି ଏହି ଗାଁକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି । ଆଜି ଆଜି ଭୋର ୪ ଘଟିକାରୁ ଘଟିକାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମାଇକ୍ରୋ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ଏହି ସମୟ ମଧ୍ୟରେ ଗ୍ରାମବାସୀ ବାହାରକୁ ନବାହରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।






