Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଧ୍ୟଖଣ୍ଡ ପଂଚାୟତ ଏବଂ ମଗରବନ୍ଧ ଗ୍ରାମ କଣ୍ଟେନ୍‌ମେଣ୍ଟ

by Anil Panda
August 4, 2020
in Breaking, Nayagarh
910
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ମଗରବନ୍ଧ ପଂଚାୟତ ମଗରବନ୍ଧ ଗ୍ରାମକୁ ଜିଲ୍ଲାପାଳ ଡ. ପୋମା ଟୁଡୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ଏହି ଗ୍ରାମକୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ସୃଷ୍ଟି ହୋଇଛି । ଯାହାକୁ ନେଇ କଣ୍ଟେନ୍‌ମେଣ୍ଟ କରାଯାଇଥିବା ଜଣାଯାଇଛି । ସେହିଭଳି ଭାବେ ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ ପଂଚାୟତକୁ ଜିଲ୍ଲାପାଳ କଣ୍ଟେ୍‌ମେଣ୍ଟ ଘୋଷଣା କରିଛନ୍ତି । ଜିଲ୍ଲାରେ କରୋନା ମହାମାରୀ ଏହାର ଭୟାବହତା ଦେଖାଇ ଚାଲିଥିବା ବେଳେ ଦିନକୁ ଦିନ କଣ୍ଟେନ୍‌ମେଣ୍ଟ ଅଂଚଳ ସଂଖ୍ୟା ବୃଦ୍ଧି ପାଉଛି ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!