ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି । ଆଜିଠାରୁ ୩ ତାରିଖ ପର୍ଯ୍ୟନ୍ତ ଖଣ୍ଡପଡ଼ା ତହସିଲ କାର୍ଯ୍ୟାଳୟକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । କାର୍ଯ୍ୟାଳୟର କିଛି କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତହସିଲଦାର ପାର୍ଥ ସାରଥି ହାସଁଦା ଭଳି ନିର୍ଦ୍ଦେଶ ଦେଇଛନ୍ତି ।






