Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁର ଏକାଧିକ ଗ୍ରାମ କଣ୍ଟେନ୍‌ମେଣ୍ଟ

by Anil Panda
August 7, 2020
in Breaking, Nayagarh
ଓଡ଼ଗାଁର ଏକାଧିକ ଗ୍ରାମ କଣ୍ଟେନ୍‌ମେଣ୍ଟ
2.1k
VIEWS
Share on FacebookShare on Twitter

ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଯାହାକୁ ନେଇ ଆଜି ଜିଲ୍ଲାପାଳ ଡ. ପୋମା ଟୁପୁ ଓଡ଼ଗାଁ ବ୍ଲକର ଏକାଧିକ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରିଛନ୍ତି । ଓଡ଼ଗାଁ ବ୍ଲକ ରାବେରା ପଂଚାୟତର ରାବେରା ଗ୍ରାମ, କୁରାଳ ପଂଚାୟତ ନାଥିଆପଲ୍ଲୀ ଗ୍ରାମ, ରବିଗାଡ଼ିଆ ପଂଚାୟତ କୁରୁମ ବାଙ୍କତରା, ନନ୍ଦିଘୋର ପଂଚାୟତ ନନ୍ଦିଘୋର ଗ୍ରାମକୁ ଜିଲ୍ଲାପାଳ କଣ୍ଟେନ୍‌ମେଣ୍ଟ ଘୋଷଣା କରିଥିବା ଜଣାଯାଇଛି । ଏହି ଅଂଚଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି କଣ୍ଟେନ୍‌ମେଣ୍ଟ ଘୋଷଣା ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଓଡ଼ଗାଁ ବ୍ଲକରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଶହ ମୁହାଁ ହୋଇଥିବା ଜଣାଯାଇଛି । ଏହି ସଂଖ୍ୟା ଗତ ସପ୍ତାହରେ ୨ ଶହ ରହିଥିବା ଜଣାଯାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!