Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗମ୍ଭାରିଡିହିରେ ୧୪ ଆକ୍ରାନ୍ତ ଚିହ୍ନଟ, ୩ଦିନ ପାଇଁ କଣ୍ଟେନମେଣ୍ଟ ଜୋନ

by ସଞ୍ଜୟ ସ୍ୱାଇଁ
August 17, 2020
in Nayagarh
୪0 ସ୍ଥାନୀୟ ସଂକ୍ରମିତ, ମୋଟ ୯୦୫
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ବ୍ଲକ ଗମ୍ଭାରିଡିହି ଗାଁରେ ପୂର୍ବରୁ ୪ଜଣ କୋରନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩୦ଟି ନମୁନା ପରିକ୍ଷାରୁ ୧୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ସ୍ଥାନୀୟ ସରପଂଚ ଦିବାକର ମିଶ୍ର ଗ୍ରାମକୁ ୨ଦିନ ସଟଡାଉନ ଘୋଷଣା କରିଥିବା ବେଳେ ନୂତନ ରୋଗୀ ଚିହ୍ନଟ ହେବା ପରେ ପୁଣି ଏହାକୁ ପରିବର୍ତ୍ତିନ କରି ଆସନ୍ତା ୨୦ ତାରିଖ ମଧ୍ୟରାତି ପର୍ଯ୍ୟନ୍ତ ଗମ୍ଭାରିଡିହିକୁ ୩ଦିନ କଣ୍ଟେନମେଣ୍ଚ ଜୋନ ଭାବେ ଘୋଷଣା କରିଛନ୍ତି । ଏଥି ସହିତ ଗୋଷ୍ଠି ସଂକ୍ରମଣ ରୋକିବା ଦିଗରେ ଏହି ନିୟମ ମାନିବାକୁ ନିବେଦନ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!