ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ନୟାଗଡ଼ ପ୍ରଜା ମଣ୍ଡଳ ମହିଳା ମହାବିଦ୍ୟାଳୟର କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଯାହାକୁ ନେଇ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ମହିଳା ମହାବିଦ୍ୟାଳୟ ବିଶୋଧନ ପାଇଁ ୧୭ ତାରିଖରୁ ୨୪ ତାରିଖ ସକାଳ ୯ ଘଙ୍କିକା ପର୍ଯ୍ୟନ୍ତ କଣ୍ଟେନ୍ମେଣ୍ଟ ଘୋଷଣା କରିଥିବା ଜଣାଯାଇଛି ।






