Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତକୁ ୪ଦିନ କଣ୍ଟେନ୍‌ମେଣ୍ଟ କଲେ ସରପଂଚ

by Anil Panda
September 11, 2020
in Nayagarh
ବିଡିଓଙ୍କୁ କରୋନା, ବ୍ଲକ କାର୍ଯ୍ୟାଳୟ ସଟ୍‌ଡାଉନ୍
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ନୂଆଗାଁ ବ୍ଲକ ଅଧିନସ୍ଥ ମାଳିସାହି ଗ୍ରାମ ଏବଂ ଆଖପାଖ ଅଂଚଳରୁ କିଛି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ସରପଂଚ ମାଳିସାହି ପଂଚାୟତକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ଆଜି ଦିନ ୨ଟାରୁ ଏହି କଣ୍ଟେନ୍‌ମେଣ୍ଟ ନିୟମ କାର୍ଯ୍ୟକାରୀ ହୋଇ ୧୪ ତାରିଖ ମଧ୍ୟ ରାତିରେ ଶେଷ ହେବ ବୋଲି ସରପଂଚ ପର୍ଶୁରାମ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟ ମଧ୍ୟରେ ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ସରପଂଚ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!