Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଙ୍କଦେଉଳି ପଂଚାୟତ ଏବଂ ଡମସାହି, ଗଣିଆ, ପାଣ୍ଡରାସିଙ୍ଗା ଗ୍ରାମ କଣ୍ଟେନ୍‌ମେଣ୍ଟ

by Anil Panda
July 25, 2020
in Breaking, Nayagarh
ମାସ୍କ ଓ ସାମାଜିକ ଦୂରତା କରୋନାକୁ ଦୂରେଇ ରଖିବ : ଜିଲ୍ଲାପାଳ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଗଣିଆ ବ୍ଲକରୁ ଚିହ୍ନଟ ହୋଇଥିବା ୬ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୫ ଜଣ ଗଣିଆ ପଂଚାୟତରୁ ଏବଂ ଜଣେ କିଶୋପ୍ରସାଦ ପଂଚାୟତ ପାଣ୍ଡେରାସିଙ୍ଗା ଗ୍ରାମରୁ ଚିହ୍ନଟ ହୋଇଛନ୍ତି । ଗଣିଆ ପଂଚାୟତରୁ ଗତକାଲି ୩ ଜଣ ସାଧାରଣ ଜନତା, କିଶୋର ଚନ୍ଦ୍ର ବିଦ୍ୟାପୀଠ ସଂଗରୋଧ କେନ୍ଦ୍ରରୁ ଜଣେ ବ୍ୟକ୍ତି ଏବଂ ଗଣିଆ ଥାନା ଅଧିକାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ଗଣିଆ ସରପଂଚ ସସ୍ମିତା ଲେଙ୍କା ଗଣିଆ ପଂଚାୟତକୁ ୪୮ ଘଣ୍ଟିଆ ସଟ୍‌ଡାଉନ୍ ଘୋଷଣା କରିଥିବା ବେଳେ ଆଜି ଜିଲ୍ଲାପାଳ ଗଣିଆ ଗ୍ରାମର ଦୁଇ ସାହି ଓ କିଶୋରପ୍ରସାଦ ପଂଚାୟତର ପାଣ୍ଡେରାସିଙ୍ଗା ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ସେହିଭଳି ରଣପୁର ବ୍ଲକ ରଙ୍କଦେଉଳି ଗ୍ରାମପଂଚାୟତ ଏବଂ ଡମସାହି ଗ୍ରାମକୁ ଜିଲ୍ଲାପାଳ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ସ୍ଥାନୀୟ ସଂକ୍ରମିତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ କଣ୍ଟେନ୍‌ମେଣ୍ଟ ଅଂଚଳ ଲୋକଙ୍କୁ ବାହାରକୁ ନବାହାରିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!