Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟେନ୍‌ମେଣ୍ଟ ଉଠାଇଲେ ଜିଲ୍ଲାପାଳ

by Anil Panda
August 22, 2020
in Nayagarh
ଓଡ଼ଗାଁର ଏକାଧିକ ଗ୍ରାମ କଣ୍ଟେନ୍‌ମେଣ୍ଟ
1.2k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆଜି ଜିଲ୍ଲାପାଳ ଡ. ପୋମା ଟୁଡୁ କଣ୍ଟେନ୍‌ମେଣ୍ଟ ପ୍ରତ୍ୟାହାର କରିଛନ୍ତି । ଏହି ସ୍ଥାନ ଗୁଡ଼ିକ ମଧ୍ୟରେ ଦଶପଲ୍ଲା ବିଜ୍ଞାପିତ ଅଂଚଳ ପରିଷଦର ୱାର୍ଡ଼ ନଂ ୩ ମାଳିସାହି, ଓଡ଼ଗାଁ ବ୍ଲକର ଗୋଡ଼ିପଡ଼ା, ଦଶପଲ୍ଲା ବ୍ଲକ ବନ୍ଧୁଗାଁ ରହିଥିବା ଜଣାଯାଇଛି । ଏହି ଅଂଚଳରୁ କରୋନା ଆକ୍ରାନ୍ତ ସଂଖ୍ୟା ହ୍ରାସ ପାଇଥିବାରୁ ଏହାକୁ କଣ୍ଟେନ୍‌ମେଣ୍ଟ ମୁକ୍ତ କରାଯାଇଥିବା ଜଣାଯାଇଛି । ପ୍ରକାଶ ଯୋଗ୍ୟ ଯେ, ଗତକାଲି ଗୋଡ଼ିପଡ଼ା ବ୍ୟବସାୟୀ ସଂଘ ଜିଲ୍ଲାପାଳଙ୍କ ଏନେଇ ଅନୁରୋଧ କରିଥିଲା । ଆଜି କଣ୍ଟେନ୍ ମେଣ୍ଟ ପ୍ରତ୍ୟାହାର ପରେ ଅଂଚଳରେ ଖୁସିର ଲହରୀ ଖେଳିଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!