Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ବ୍ଲକର ଦଶ ଗ୍ରାମ କଣ୍ଟେନ୍‌ମେଣ୍ଟ

by Anil Panda
August 2, 2020
in Breaking, Nayagarh
2.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଂଚଳରେ କରୋନା ମହାମାରୀ କାୟା ମେଲାଇ ଚାଲିଥିବା ବେଳେ ଏହି ଅଂଚଳର ୧୦ଟି ଗ୍ରାମକୁ ଜିଲ୍ଲାପାଳ ଡ. ପୋମା ଟୁଡୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରିଛନ୍ତି । ଏହି ଗ୍ରାମ ଗୁଡ଼ିକ ମଧ୍ୟରେ ଶରଧାପୁର, ଗଜେନ୍ଦ୍ରପଲ୍ଲୀ, ମଦନଗାଡ଼ିଆ, ବାଉଶଗାଡ଼ିଆ, ବ୍ରାହ୍ମଣଡିହ ଏବଂ ଭାଡ଼ିକିଳା ରହିଥିବା ଜଣାଯାଇଛି । ସେହିଭଳି ଭାବେ ଏହି ବ୍ଲକର ଭାଗବତପ୍ରସାଦ, ମହେଶ୍ୱରପୁର, ନରସିଂହପ୍ରସାଦ ଏବଂ ରୋହିବାଙ୍କ ଗ୍ରାମକୁ ମଧ୍ୟ ଜିଲ୍ଲାପାଳ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛନ୍ତି । ଏହି ଅଂଚଳରେ ବ୍ୟାପକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଯାହାକୁ ନେଇ ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ଏହାକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରାଯାଇଛି । ଅନ୍ୟପକ୍ଷେ, ଏହି ଅଂଚଳର ଜନସାଧାରଣଙ୍କୁ ବାହାରକୁ ନବାହାରିବା ଏବଂ କୋଭିଡ୍ କଟକଣା ମାନିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!