Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଢିପିର ଆନନ୍ଦାପଲ୍ଲୀ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କଲେ ତହସିଲଦାର

by ସଞ୍ଜୟ ସ୍ୱାଇଁ
May 15, 2021
in Health, Nayagarh, State
କେନ୍ଦୁଢିପିର ଆନନ୍ଦାପଲ୍ଲୀ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କଲେ ତହସିଲଦାର
654
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ମହାମାରୀ କରୋନା ସଂକ୍ରମିତ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସଚେତନା କରାଯାଉଥିଲେ ମଧ୍ୟ କେତେକ ଅମାନିଆ ଯୋଗୁଁ ସଂଖ୍ୟା ନୟାଗଡ଼ ବ୍ଳକରେ ଆକ୍ରାନ୍ତ ସଂଖ୍ୟା ଦୃତ ଗତିରେ ମାଡି ଚାଲିଛି । ନୟାଗଡ଼ ତହସିଲଦାର ଭିକାରି ସାହୁ, କେନ୍ଦୁଢିପି ଗ୍ରାମପଞ୍ଚାୟତର ଆନନ୍ଦାପଲ୍ଲୀ ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ସୂଚନାନୁସାରେ, ନୟାଗଡ଼ ବ୍ଲକ ଅନ୍ତର୍ଗତ କେନ୍ଦୁଢିପି ପଞ୍ଚାୟତ ଅଧିନରେ ଆସୁଥିବା ଆନନ୍ଦାପଲ୍ଲୀ ଗ୍ରାମରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଗ୍ରାମକୁ ବିଶୋଧନ କରାଯିବା ସହିତ ପ୍ରତ୍ୟେକ ଘରକୁଘର ବୁଲି କୋଭିଡ ପରୀକ୍ଷା କରାଯିବ । କୌଣସି ଜନସାଧାରଣ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ । ଉକ୍ତ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ । ଯଦି କୌଣସି ବ୍ୟକ୍ତି ଏଥିରେ ଖିଲାପ କରନ୍ତି, ପୁଳିସ ପକ୍ଷରୁ ସେହି ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!