Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଲହର ଆସିବାର ଏ ପର୍ୟ୍ୟନ୍ତ କୌଣସି ଲକ୍ଷଣ ନାହିଁ

by ସଞ୍ଜୟ ସ୍ୱାଇଁ
July 26, 2021
in Health, State
ତୃତୀୟ ଲହର ଆସିବାର ଏ ପର୍ୟ୍ୟନ୍ତ କୌଣସି ଲକ୍ଷଣ ନାହିଁ
37
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ୨ୟ ଲହରରେ ସଂକ୍ରମଣ ହାର କମିବାରେ ଲାଗିଛି । କିନ୍ତୁ ତୃତୀୟ ଲହର ଆସିବାର ଏ ପର୍ୟ୍ୟନ୍ତ କୌଣସି ଲକ୍ଷଣ ନାହିଁ । କେବେ ଆସିବ , ତାର କଣ ପ୍ରଭାବ ରହିବ ସେ ନେଇ ଵିଶେଷ ସୂଚନା ନାହିଁ ବୋଲି କହିଛନ୍ତି ଡିଏମ୍‌ଟି ସିବିକେ ମହାନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟରେ ସଂକ୍ରମଣର ଯେଉଁ ଟ୍ରେଣ୍ଡ ରହୁଛି । ତାହା ୧୬ଶହ ରୁ ୨ହଜାର ଭିତରେ, ଏହି ଟ୍ରେଣ୍ଡ ଅନ୍ୟ ଦେଶରେ ବି ଦେଖାଯାଇଛି । ତେବେ କିଛି ଜିଲ୍ଲାରେ ଅଧିକ ସଂକ୍ରମଣ ରହୁଥିଲେ ବି ପୂର୍ବ ଅପେକ୍ଷା ବହୁତ କମିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କିମ୍ବା ବିଭିନ୍ନ ନିୟମ ଗୁଡିକ ଦର୍ଶାଉଛି ମହାମାରୀ ସମୟରେ ଚିକିତ୍ସାକୁ ପ୍ରାଥମିକତା ଦେବା ଦରକାର । ଏହି ମହାମାରୀ ଶେଷ ହେବା ପରେ ଡେଥ ସଂଖ୍ୟାର ହିସାବ ଦିଆଯାଇଥାଏ । ବିଭିନ୍ନ ରାଜ୍ୟରେ ମଧ୍ୟ ଏହି ପଦ୍ଧତିକୁ ଆପଣେଇଛନ୍ତି । ବିଭିନ୍ନ ଦିଗକୁ ଅଵଲୋକନ କରିବା ପରେ ଅନଲକ୍ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ସଂକ୍ରମଣ ହାର, ରୋଗୀଙ୍କ ସଂଖ୍ୟା ଏବଂ ଲୋକମାନଙ୍କର କୋଭିଡ ଗାଇଡ଼ ଲାଇନ ଅନୁପାଳକୁ ଦେଖି ନିଷ୍ପତ୍ତି ନେବୁ । ସମସ୍ତଙ୍କୁ ସତର୍କତା ସହ କୋଭିଡ଼ ନିୟମ ମାନିବାକୁ ପଡ଼ିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!