Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ନୟାଗଡ଼ ଜିଲ୍ଲାରୁ ୧୪ଜଣ

by ସଞ୍ଜୟ ସ୍ୱାଇଁ
July 20, 2022
in Health, Nayagarh, State
ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ, ନୟାଗଡ଼ରୁ ୨୦୬
95
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୧୯୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୩୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୭ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୫ଜଣ, ସୋନପୁର ଜିଲ୍ଲାରୁ ୪୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୭ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୧୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୬୧୧୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୧୦୮୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!