Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ତଳମୁହାଁ କରୋନା, ନୟାଗଡ଼ ଜିଲ୍ଲାରୁ ୨୩ଜଣ

by ସଞ୍ଜୟ ସ୍ୱାଇଁ
August 3, 2022
in Health, State
ରାଜ୍ୟରେ କରୋନା ଗ୍ରାଫ ଦିନକୁ ଦିନ ବୃଦ୍ଧି ପାଉଛି
43
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୫୬୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୫୪ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୩ଜଣ, କୋରାପୁଟ ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୬୮ଜଣ, ସୋନପୁର ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୦ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୫୬୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୦୦୨୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୦୨୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!