Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାର ତୃତୀୟ ଲହର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ଏସଓପି

by ସଞ୍ଜୟ ସ୍ୱାଇଁ
June 18, 2021
in Health, State
କରୋନାର ତୃତୀୟ ଲହର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ଏସଓପି
187
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ସମ୍ଭାବ୍ୟ ତୃତୀୟ ଲହର ପାଇଁ ଚିନ୍ତା ବଢିଛି । ଏହାର ମୁକାବିଲା ପାଇଁ ଟିକାକରଣରୁ ବିଶେଷ ଭାବେ ଗୁରୁତ୍ୱ ଦିଆଯାଉଛି । ଜୁନ୍ ଶେଷ ସପ୍ତାହରୁ ଦୈନିକ ୩ ଲକ୍ଷ ଟିକାକରଣ କରାଯିବ । ଏନେଇ ଆସନ୍ତା ସପ୍ତାହରେ ରାଜ୍ୟକୁ ଆହୁରି ଟିକା ଆସିବା ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି । ଅନ୍ୟପଟେ ତୃତୀୟ ଲହର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଏସଓପି ଜାରି କରିଛି । ଏସଓପି ଜାରି କରି ଜିଲ୍ଲାପାଳ ଓ ସିଡିଏମଓଙ୍କୁ ପଠେଇ ଦିଆଯାଇଛି । ଶିଶୁଙ୍କ ଚିକିତ୍ସା ପାଇଁ ବିଶେଷ ଭାବେ ଧ୍ୟାନ ଦେବାକୁ କୁହାଯାଇଛି । ଶିଶୁଙ୍କ ପାଇଁ ୨୩୯୦ଟି ବେଡ୍ ଓ ୬୧୦ଟି ଆଇସିୟୁ ପ୍ରସ୍ତୁତ ରଖାଯାଇଛି । ଅକ୍ସିଜେନ ଓ ମେଡିସିନ ମଧ୍ୟ ମହଜୁଦ ରଖାଯାଇଛି । ଶିଶୁମାନଙ୍କ ଚିକିତ୍ସା ପାଇଁ ଟ୍ରେନିଂ କାମ ସରିଛି । ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁମାନଙ୍କ ଉପରେ ଅଧିକ ବିପଦ ଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!