Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିହ୍ନଟ ୩ ଆକ୍ରାନ୍ତ ନୂଆଗାଁ ବ୍ଲକର, ଜିଲ୍ଲାରେ ମୋଟ ୧୪୭

by Anil Panda
June 29, 2020
in Health
ଅନ୍ତେବାସୀଙ୍କ ସହ ରାମାୟଣ ଦେଖିଲେ ମନ୍ତ୍ରୀ
23
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୭ରେ ପଂହଚିଛି । ପୂର୍ବରୁ ଏହି ଆକ୍ରାନ୍ତ ସଂଖ୍ୟା ୧୪୨ ରହିଥିବା ବେଳେ ଆଜି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ଆକ୍ରାନ୍ତମାନେ ହେଲେ ନୂଆଗାଁ ବ୍ଲକ ଗାତେରୀ ସଂଗରୋଧ କେନ୍ଦ୍ରର ବୋଲି ଜିଲ୍ଲା କୋଭିଡ୍ ନୋଡାଲ୍ ଅଧିକାରୀ ଧନରାଜ୍ ଏଚ୍‌.ଡି ସୂଚନା ଦେଇଛନ୍ତି । ଏମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ଜଣାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!