Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଣ୍ଟିଜେନ୍ ପରୀକ୍ଷାରେ ଦ୍ବିତୀୟ କୋଭିଡ୍ ପଜିଟିଭ୍ ଚିହ୍ନଟ

by ସଞ୍ଜୟ ସ୍ୱାଇଁ
May 28, 2025
in State
ଆଣ୍ଟିଜେନ୍ ପରୀକ୍ଷାରେ ଦ୍ବିତୀୟ କୋଭିଡ୍ ପଜିଟିଭ୍ ଚିହ୍ନଟ
106
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟରେ ଦ୍ବିତୀୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହେଲେ । ଲକ୍ଷଣଯୁକ୍ତ ଜଣେ ବ୍ୟକ୍ତିଙ୍କ ଆଣ୍ଟିଜେନ୍ ପରୀକ୍ଷାରୁ ଏହା ସ୍ପଷ୍ଟ ହୋଇଛି । ତେବେ ଆଣ୍ଟିଜେନ୍ କିଟ୍ କେତେ କାମ କରୁଛି, ତାହା ପରୀକ୍ଷା କରିବାକୁ ଆଣ୍ଟିଜେନ୍ କିଟ୍କୁ RMRCକୁ ପଠାଯାଇଛି । ଅପରପକ୍ଷରେ ଉକ୍ତ ବ୍ୟକ୍ତିଙ୍କର RTPCR ପରୀକ୍ଷା କରାଯିବ । RTPCR ରିପୋର୍ଟ ଆସିବା ପରେ ତାଙ୍କୁ କୋଭିଡ୍ ହୋଇଛି ନା ନାହିଁ ସ୍ପଷ୍ଟ କରିବ ସ୍ଵାସ୍ଥ୍ୟ ବିଭାଗ । ସୂଚନାଯୋଗ୍ୟ ଯେ, ଦୀର୍ଘ ୩ ବର୍ଷ ବ୍ୟବଧାନ ପରେ ଓଡ଼ିଶାକୁ ଫେରିଥିଲା କରୋନା । ଗତ ୨୨ ତାରିଖରେ ଓଡ଼ିଶାରେ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡିଥିଲା । ସଂକ୍ରମିତ ଜଣଙ୍କ ଦିଲ୍ଲୀରୁ ଫେରିଥିଲେ । ତେବେ ଆକ୍ରାନ୍ତ ଜଣଙ୍କ ପୁରୁଷ ଥିବାବେଳେ ସେ ହୋମ୍ କ୍ୱାରେଣ୍ଟାଇନରେ ଥିବା ନେଇ ମଧ୍ୟ ସୂଚନା ମିଳିଥିଲା । ଏବେ ପୁଣି ଓଡ଼ିଶାରେ ଦ୍ବିତୀୟ କରୋନା ପଜିଟିଭ୍ ଚିହ୍ନଟ ପରେ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପଶିଛି । ତେବେ ଓଡ଼ିଶାରେ ଦ୍ବିତୀୟ କୋଭିଡ୍ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯିବ ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!