Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଏଦୀ ନେଲେ କୋଭିଡ ଟିକା

by ସଞ୍ଜୟ ସ୍ୱାଇଁ
April 16, 2021
in Health, State
ହସ୍ପିଟାଲରୁ କୋଭାକ୍ସିନ୍ ଚୋରି
76
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହାମାରୀ କରୋନା ସଂକ୍ରମଣକୁ ମାତ୍ ଦେବା ପାଇଁ ରାଜ୍ୟରେ ଚାଲିଛି କୋଭିଡ ଟିକା ଅଭିଯାନ । ଏହାରି ମଧ୍ୟରେ ଭୂବନେଶ୍ୱର ସ୍ଥିତ ଝାରପଡ଼ା ଜେଲରେ ୫୯ ଜଣ କଏଦୀ କୋଭିଡ୍ ଟିକା ନେଇଥିବା ସୂଚନା ମିଳିଛି । ରାଜ୍ୟରେ ଶୁକ୍ରବାର ଦିନ ୭ ଶହ କେନ୍ଦ୍ରରେ ଚାଲିଛି ଟିକା କରଣ । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି । ଆହୁରି ୩ ଲକ୍ଷ କୋଭିସିଲ୍ଡ ଟିକା ଆସିବ । ଏହା ଆସନ୍ତା ୨ ଦିନ ପାଇଁ କାମରେ ଆସିବ । ଟିକା ପାଇବା ପରେ ଆଜି ହିଁ ସବୁ ଜିଳ୍ଲାକୁ ପଠାଯିବ ବୋଲି ସେ ସୂଚନା ଦେଇଥିଲେ । ସୂଚନାନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୩୧୦୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮୦୬ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୩୦୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦ ଜଣକୁ ଛୁଇଁଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!