Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାର ୯ଟି ସ୍ଥାନରେ ଆଜି ଟିକାକରଣ

by ସଞ୍ଜୟ ସ୍ୱାଇଁ
May 25, 2021
in Breaking, Nayagarh
ଜିଲ୍ଲାର ୯ଟି ସ୍ଥାନରେ ଆଜି ଟିକାକରଣ
657
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ମହାମାରୀ କରୋନା କାୟା ବିସ୍ତାରି ଚାଲିଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତି ବିଶେଷମାନଙ୍କ ପାଇଁ କୋଭିଡ୍ ଟିକାକରଣ ବ୍ୟବସ୍ଥା କରାଯାଇଛି । ଆଜି ଜିଲ୍ଲାର ବିଭିନ୍ନ ବ୍ଲକର ୯ଟି ସ୍ଥାନରେ କୋଭିଡ୍ ର ପ୍ରଥମ ଡୋଜ୍ ଟିକାଦିଆଯିବ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି । ଭାପୁର ବ୍ଲକର ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ଦଶପଲ୍ଲା ବ୍ଲକର ନଛିପୁର ଗ୍ରାମ ପଞ୍ଚାୟତ, ଗଣିଆ ବ୍ଲକର ମାଳତିପୁର ୟୁପି ସ୍କୁଲ୍, ଖଣ୍ଡପଡ଼ା ବ୍ଲକର ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, କଣ୍ଟିଲୋ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ନୟାଗଡ଼ ବ୍ଲକର ନାଟୁଗାଁ ପଞ୍ଚାୟତ, ରଣପୁର ବ୍ଲକର ସୁରୁକାବାଡି ପଞ୍ଚାୟତ, ବି.ସି ହାଇସ୍କୁଲ ପରିସରରେ ୪୫ବର୍ଷରୁ ଉର୍ଦ୍ଧ ବ୍ୟକ୍ତି ବିଶେଷଙ୍କ ପାଇଁ କୋଭିଡ୍ ପ୍ରଥମ ଡୋଜ୍ ର ଟିକାକରଣ କରାଯିବ ତତ୍ ସହିତ ନୟାଗଡ଼ ପୌର ପରିଷଦ ଅଧରନରେ ବଜେନ୍ଦ୍ର ହାଇସ୍କୁଲ୍ ପରିସରରେ ମଧ୍ୟ ଟିକାକରଣ କରାଯିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!