Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି

by ସଞ୍ଜୟ ସ୍ୱାଇଁ
September 12, 2021
in Health, State
ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି
57
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଟିକାକରଣରେ ଆଉ ଗୋଟିଏ ମାଇଲଖୁଣ୍ଟ । ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି । ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୨ହଜାର ୭୧୬ ଜଣ ଦୁଇଟି ଲେଖାଏ ଡୋଜ୍ ନେଇ ସାରିଛନ୍ତି । ଭୁବନେଶ୍ୱର ମୋଟ୍ ୨୨ଲକ୍ଷ ୬୬ହଜାର ୬୧ ଡୋଜ୍ ଟିକା ଦିଆଯାଇଛି । ଏଥିରୁ ୧୨ଲକ୍ଷ ୬୩ହଜାର ୩୪୫ ଜଣ ଗୋଟିଏ ଲେଖାଏ ଡୋଜ୍ ନେଇ ସାରିଛନ୍ତି । ଜାନୁଆରୀ ୧୬ ତାରିଖରେ ଦେଶବ୍ୟାପୀ ଆରମ୍ଭ ହୋଇଥିଲା ଟିକାକରଣ । ଅଗ୍ରାଧିକାରୀ ଭିତ୍ତିରେ ଭୁବନେଶ୍ୱରରେ ଟିକାକରଣ ଅଭିଯାନକୁ ଜୋରଦାର କରାଯାଇଥିଲା । ଟାର୍ଗେଟ ଥିଲା ଜୁଲାଇ ସୁଦ୍ଧା ବିଏମସି ଅଞ୍ଚଳରେ ସମସ୍ତଙ୍କୁ ଟିକାକରଣ କରାଯିବ । ଏଥିସହ ସହର ବାହାରର ଲୋକଙ୍କୁ ବି ଟିକା ଦିଆଯାଉଛି । ଭୁବନେଶ୍ୱରରେ ଲୋକଙ୍କୁ କେବଳ କୋଭାକ୍ସିନ୍ ଟିକା ଦିଆଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!