Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ ଯୋଦ୍ଧାଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା

by ସଞ୍ଜୟ ସ୍ୱାଇଁ
April 29, 2021
in State
କୋଭିଡ ଯୋଦ୍ଧାଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା
380
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): କୋଭିଡ ଯୋଦ୍ଧାଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା । କୋଭିଡ ଡ୍ୟୁଟି ବେଳେ ମୃତ୍ୟୁ ହେଲେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିବ ଆର୍ଥିକ ସହାୟତା । କାର୍ଯ୍ୟରତ ଯୋଦ୍ଧାଙ୍କ କରୋନାରେ ମୃତ୍ୟୁ ହେଲେ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଦେବେ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଦେଶରେ ଏବେ ସଂକ୍ରମଣ ବ୍ୟାପକ ହେବାରେ ଲାଗିଛି । କରୋନା ମୁକାବିଲା ପାଇଁ ସ୍ୱାସ୍ଥ୍ୟ କର୍ମୀ ଏବଂ ଆଗ ଧାଡିର ଯୋଦ୍ଧାମାନେ ନିଜ ଜୀବନକୁ ବାଜିରେ ଲଗାଇ ଅନବରତ ସେବା ଯୋଗାଇ ଦେଉଛନ୍ତି । ତେଣୁ ସେମାନଙ୍କ ପାଇଁ ରାଜ୍ୟ ସରକାର ଆର୍ଥିକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଡ୍ୟୁଟି ବେଳେ ମୃତ୍ୟୁ ହେଲେ କୋଭିଡ ଯୋଦ୍ଧାଙ୍କ ପରିବାରକୁ ମିଳିବ ୫୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!